ଯିଶାଇୟ 13:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମାତ୍ର ବନ୍ୟ ପଶୁମାନେ ସେହି ସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଓଟପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)21 ମାତ୍ର ବନ୍ୟ ପଶୁମାନେ ସେସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଉଷ୍ଟ୍ରପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ। Faic an caibideilଓଡିଆ ବାଇବେଲ21 ମାତ୍ର ବନ୍ୟ ପଶୁମାନେ ସେହି ସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଓଟପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ। Faic an caibideilପବିତ୍ର ବାଇବଲ21 ସେହି ମରୁଭୂମିରେ କେବଳ କେତେକ ବନ୍ୟପ୍ରାଣୀ ବାସ କରିବେ। ବାବିଲନୀୟମାନେ ସେମାନଙ୍କ ନିଜ ଗୃହରେ ଆଉ ରହିବେ ନାହିଁ। ସେହି ଗୃହଗୁଡ଼ିକ ପେଗ୍ଭ ଓ ଓଟପକ୍ଷୀ ବାସ କରିବେ ଏବଂ ବନ୍ୟଛାଗ ସେଠାରେ ନୃତ୍ୟ କରିବେ। Faic an caibideil |