ଯିଶାଇୟ 13:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)22 ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ। Faic an caibideilଓଡିଆ ବାଇବେଲ22 ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ। Faic an caibideilପବିତ୍ର ବାଇବଲ22 ବାବିଲର ସୁନ୍ଦର ପ୍ରାସାଦମାନଙ୍କରେ ଶୃଗାଳ ଓ କେନ୍ଦୁଆମାନେ ଭୁକିବେ। ବାବିଲ ସମ୍ପୂର୍ଣ୍ଣ ଧ୍ୱଂସ ହେବ। ସେ ସମୟ ଖୁବ୍ ନିକଟ ଓ ମୁଁ ସେ ଧ୍ୱଂସର ଦିନକୁ ଆଉ ଅଧିକ ବିଳମ୍ବ କରିବି ନାହିଁ।” Faic an caibideil |