ଯିଶାଇୟ 13:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀନ୍ତ ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ। Faic an caibideilଓଡିଆ ବାଇବେଲ6 ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ। Faic an caibideilପବିତ୍ର ବାଇବଲ6 ସଦାପ୍ରଭୁଙ୍କର ସ୍ୱତନ୍ତ୍ର ଦିବସ ନିକଟବର୍ତ୍ତୀ। ତେଣୁ ନିଜେ ନିଜେ କ୍ରନ୍ଦନ କର ଓ ଦୁଃଖିତ ହୁଅ। ଏବଂ ସମୟ ଆସିବ ଯେତେବେଳେ ଶତ୍ରୁ ତୁମ୍ଭର ଧନକୁ ଲୁଣ୍ଠନ କରିବେ। ପରମେଶ୍ୱର ସର୍ବଶକ୍ତିମାନ ଏହା ଘଟିବାକୁ ଦେବେ। Faic an caibideil |