ଯିଶାଇୟ 14:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଯେଉଁ ଦିନ ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଦୁଃଖ ଓ କ୍ଲେଶରୁ ଓ ଯେଉଁ କଠୋର ଦାସତ୍ୱରେ ତୁମ୍ଭକୁ ଦାସ୍ୟକର୍ମ କରିବାକୁ ହେଲା, ତହିଁରୁ ବିଶ୍ରାମ ଦେବେ, Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି, ଯେଉଁ ଦିନ ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଦୁଃଖ ଓ କ୍ଳେଶରୁ ଓ ଯେଉଁ କଠୋର ଦାସତ୍ଵରେ ତୁମ୍ଭକୁ ଦାସ୍ୟ କର୍ମ କରିବାକୁ ହେଲା, ତହିଁରୁ ବିଶ୍ରାମ ଦେବେ, Faic an caibideilଓଡିଆ ବାଇବେଲ3 ପୁଣି, ଯେଉଁ ଦିନ ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଦୁଃଖ ଓ କ୍ଲେଶରୁ ଓ ଯେଉଁ କଠୋର ଦାସତ୍ୱରେ ତୁମ୍ଭକୁ ଦାସ୍ୟ କର୍ମ କରିବାକୁ ହେଲା, ତହିଁରୁ ବିଶ୍ରାମ ଦେବେ, Faic an caibideilପବିତ୍ର ବାଇବଲ3 ସଦାପ୍ରଭୁ ତୁମ୍ଭର କଷ୍ଟ ଓ କଠୋର କାର୍ଯ୍ୟକୁ ଦୂର କରିବେ ଏବଂ ତୁମ୍ଭକୁ ସେ ବିଶ୍ରାମ ଦେବେ। କାରଣ ଅତୀତରେ ତୁମ୍ଭେମାନେ ଦାସ ଥିଲ ଓ କଠିନ କାର୍ଯ୍ୟ କରିଥିଲ। ତେଣୁ ସଦାପ୍ରଭୁ ତୁମ୍ଭର ସେହି କ୍ଳେଶ ଦୂର କରିବେ। Faic an caibideil |