ଯିଶାଇୟ 14:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତା-ମାନଙ୍କ ରାଜଦଣ୍ତ ଭାଙ୍ଗି ପକାଇ ଅଛନ୍ତି। Faic an caibideilଓଡିଆ ବାଇବେଲ6 ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇ ଅଛନ୍ତି। Faic an caibideilପବିତ୍ର ବାଇବଲ6 ବାବିଲର ରାଜା କ୍ରୋଧରେ ଲୋକମାନଙ୍କୁ ପ୍ରହାର କରୁଥିଲେ ଓ ସେଥିରୁ କେବେ ନିବୃତ୍ତ ହେଉ ନ ଥିଲେ। ଲୋକମାନଙ୍କୁ ଆଘାତ କରିବାରୁ ସେ ଦୁରାଗ୍ଭରୀ ଶାସକ ଦୂରେଇ ଯାଉ ନ ଥିଲେ। Faic an caibideil |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।