Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 15:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍‍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍‍ ପର୍ଯ୍ୟନ୍ତ ଯାଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶଦ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍ ପର୍ଯ୍ୟନ୍ତ ଯାଇଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

8 କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍‍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍‍ ପର୍ଯ୍ୟନ୍ତ ଯାଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ମୋୟାବର ସବୁ ସ୍ଥାନରେ କ୍ରନ୍ଦନର ରୋଳ ଶୁଣାଯିବ। ସେହି ହାହାକାର କ୍ରନ୍ଦନ ଦୂରସ୍ଥ ଇଗ୍ଲୟିମ୍ ଓ ବେରେଲୀମ୍ ପର୍ଯ୍ୟନ୍ତ ଶୁଣାଯିବ।

Faic an caibideil Dèan lethbhreac




ଯିଶାଇୟ 15:8
7 Iomraidhean Croise  

ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇଯିବେ।


କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା।


ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍‍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।


ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।”


Lean sinn:

Sanasan


Sanasan