ଯିଶାଇୟ 17:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ସେହି ଦିନରେ ଯାକୁବର ଗୌରବ ହ୍ରାସ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ; Faic an caibideilପବିତ୍ର ବାଇବଲ (Re-edited) - (BSI)4 ଆଉ, ସେଦିନରେ ଯାକୁବର ଗୌରବ ପାତଳ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ; Faic an caibideilଓଡିଆ ବାଇବେଲ4 ଆଉ, ସେହି ଦିନରେ ଯାକୁବର ଗୌରବ ହ୍ରାସ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ; Faic an caibideilପବିତ୍ର ବାଇବଲ4 ସେହି ସମୟରେ ଯାକୁବର ଗୌରବ ଲୋପ ପାଇବ। ଯାକୁବର ସ୍ଥୁଳତା ହ୍ରାସ ପାଇବ ଓ ସେ ଦୁର୍ବଳ ଓ କ୍ଷୀଣ ଦେଖାଯିବ। Faic an caibideil |