ଯିଶାଇୟ 17:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ। Faic an caibideilଓଡିଆ ବାଇବେଲ8 ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ। Faic an caibideilପବିତ୍ର ବାଇବଲ8 ସେମାନେ ଆପଣା ହସ୍ତକୃତ ଯଜ୍ଞବେଦି ପ୍ରତି ଦୃଷ୍ଟି ପକାଇବେ ନାହିଁ। ପୁଣି ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ଦେବତାଗଣଗୁଡ଼ିକ ପ୍ରତି ଅନାଇବେ ନାହିଁ। Faic an caibideil |
ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ୍ ମଧ୍ୟରୁ, ଆହୁରି ଇଫ୍ରୟିମ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରିଗଲେ।