ଯିଶାଇୟ 17:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେହି ଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ-ସନ୍ତାନଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ ଓ ଦେଶ ଉଚ୍ଛିନ୍ନ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ସେଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ ସନ୍ତାନ-ଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ ଓ ଦେଶ ଉଚ୍ଛିନ୍ନ ହେବ। Faic an caibideilଓଡିଆ ବାଇବେଲ9 ସେହି ଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ ସନ୍ତାନଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ ଓ ଦେଶ ଉଚ୍ଛିନ୍ନ ହେବ। Faic an caibideilପବିତ୍ର ବାଇବଲ9 ସେଦିନ ସମସ୍ତ ସୁଦୃଢ଼ ନଗରଗୁଡ଼ିକ ଶୂନ୍ୟ ହୋଇଯିବ। ସେଗୁଡ଼ିକ ଇସ୍ରାଏଲ ଆସିବା ଭୟରେ ପର୍ବତ ଓ ଅରଣ୍ୟ ତୁଲ୍ୟ ହୋଇଯିବେ। ଅତୀତରେ ଇସ୍ରାଏଲ ଭୟରେ ସେମାନେ ପଳାୟନ କରିଥିଲେ। ପୁଣି ସେମାନେ ଭବିଷ୍ୟତରେ ଇସ୍ରାଏଲ ଆସିବା ଭୟରେ ଧ୍ୱଂସ ପାଇଯିବେ। Faic an caibideil |