ଯିଶାଇୟ 19:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମିସର ବିଷୟକ ଭବିଷ୍ୟତବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ମିସର ବିଷୟକ ଭାରୋକ୍ତି। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ଵିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ। Faic an caibideilଓଡିଆ ବାଇବେଲ1 ମିସର ବିଷୟକ ଭବିଷ୍ୟତ ବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ। Faic an caibideilପବିତ୍ର ବାଇବଲ1 ମିଶର ବିଷୟକ ଶୋକ ବାର୍ତ୍ତା: ଦେଖ! ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆସୁଛନ୍ତି। ସେ ମିଶରରେ ପ୍ରବେଶ କରିବେ ଏବଂ ମିଶରର ସମସ୍ତ ପ୍ରତିମା ଭୟରେ ଥରିବେ। ମିଶର ସାହସୀ ଥିଲା, ମାତ୍ର ତା'ର ସେ ସାହସ ଉତ୍ତପ୍ତ ମହମ ପରି ତରଳି ଯିବ। Faic an caibideil |