Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 19:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ଡ ଖଣ୍ଡ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକ ସମସ୍ତେ ପ୍ରାଣରେ ଦୁଃଖିତ ହେବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ତ ଖଣ୍ତ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକସମସ୍ତେ ପ୍ରାଣରେ ଦୁଃଖିତ ହେବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ଡ ଖଣ୍ଡ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକ ସମସ୍ତେ ପ୍ରାଣରେ ଦୁଃଖିତ ହେବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ଭଗ୍ନ ବୁଣାଳୀମାନେ ଏବଂ ଯେଉଁମାନେ ସବୁ ମଜୁରୀ ପାଇଁ କାମ କରୁଥିଲେ ଦୁଃଖୀ ହେବେ।

Faic an caibideil Dèan lethbhreac




ଯିଶାଇୟ 19:10
5 Iomraidhean Croise  

ତହିଁରେ ଯୋଷେଫ ପ୍ରଭାତରେ ସେମାନଙ୍କ ନିକଟକୁ ଆସିବା ବେଳେ ସେମାନଙ୍କୁ ବିଷଣ୍ଣ ଦେଖିଲେ।


ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କʼଣ କରି ପାରିବ?


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ ଏହି କଥା କୁହ, ‘ତୁମ୍ଭେ ଆପଣା ଯଷ୍ଟି ଘେନି ମିସର ଦେଶୀୟ ଜଳ ଉପରେ, ଅର୍ଥାତ୍‍, ତହିଁର ନଦୀ, ନାଳ, ପୁଷ୍କରିଣୀ ଓ ଜଳାଶୟ, ଏସମସ୍ତ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସମସ୍ତ ଜଳ ରକ୍ତ ହେବ; ପୁଣି, ମିସର ଦେଶର ସର୍ବତ୍ର କାଷ୍ଠ ପାତ୍ର ଓ ପ୍ରସ୍ତର ପାତ୍ରରେ ହେଁ ରକ୍ତ ହେବ।’”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ‘ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।’”


ତୁମ୍ଭେମାନେ ଯେଉଁ ମିସର ଦେଶରୁ ବାହାର ହୋଇ ଆସିଲ, ସେଠାରେ ବୀଜ ବୁଣି ଶାକ-ଉଦ୍ୟାନ ତୁଲ୍ୟ ପାଦ ଦ୍ୱାରା ଜଳ ସେଚନ କରୁଥିଲ; ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ସେପରି ନୁହେଁ।


Lean sinn:

Sanasan


Sanasan