ଯିଶାଇୟ 19:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳ ନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ, ପୁଣି, ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ। Faic an caibideilପବିତ୍ର ବାଇବଲ (Re-edited) - (BSI)8 କୈବର୍ତ୍ତମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳନଦୀରେ ବନ୍ଶୀ ପକାନ୍ତି, ସେସମସ୍ତେ ଶୋକ କରିବେ, ପୁଣି ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ। Faic an caibideilଓଡିଆ ବାଇବେଲ8 କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳ ନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ, ପୁଣି, ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ। Faic an caibideilପବିତ୍ର ବାଇବଲ8 “ଯେଉଁ କୈବର୍ତ୍ତମାନେ ବନଶୀ ସାହାଯ୍ୟରେ ନୀଳନଦୀରୁ ମାଛ ଧରୁଥିଲେ, ସେମାନେ ଦୁଃଖିତ ହେବେ ଓ କାନ୍ଦିବା ଆରମ୍ଭ କରିବେ। ଯେଉଁମାନେ ବନିଶୀ ପକାଇ ନୀଳନଦୀରୁ ମାଛ ଧରୁଥିଲେ, ବିଳାପ କରିବେ। ଯେଉଁମାନେ ପାଣିରେ ଜାଲ ପକାଉଥିଲେ ହତାଶ ହେବେ। ସେମାନଙ୍କର ଜୀବିକା ପାଇଁ ନୀଳନଦୀ ଉପରେ ନିର୍ଭର କରୁଥିଲେ। କିନ୍ତୁ ସେ ଶୁଖିଯିବ। Faic an caibideil |