ଯିଶାଇୟ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ଵ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ। Faic an caibideilଓଡିଆ ବାଇବେଲ10 ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ। Faic an caibideilପବିତ୍ର ବାଇବଲ10 ଯାଅ, ମାଟିତଳେ ଓ ପର୍ବତର ପୃଷ୍ଠଭାଗରେ ନିଜକୁ ଲୁଗ୍ଭଅ! କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କର ସର୍ବଶକ୍ତିମାନ ଓ ଶକ୍ତି ନିକଟରେ ଭୟଭୀତ। Faic an caibideil |