ଯିଶାଇୟ 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତର୍ଶୀଶର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ତର୍ଶୀଶ୍ର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ। Faic an caibideilଓଡିଆ ବାଇବେଲ16 ତର୍ଶୀଶ୍ର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ। Faic an caibideilପବିତ୍ର ବାଇବଲ16 ପୁଣି ସେହି ଅହଙ୍କାରୀଗଣ ତର୍ଶୀଶର ବିଭିନ୍ନ ପଦାର୍ଥରେ ପରିପୂର୍ଣ୍ଣ ଜାହାଜ ସଦୃଶ ମହାନ ହେବେ। ମାତ୍ର ପରମେଶ୍ୱର ସେମାନଙ୍କୁ ଦଣ୍ଡ ଦେବେ। Faic an caibideil |
ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍ ଓ ଲୁଦ୍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।