ଯିଶାଇୟ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ୱର୍ଣ୍ଣମୟ ପ୍ରତିମାଗଣକୁ ସେହି ଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ। Faic an caibideilପବିତ୍ର ବାଇବଲ (Re-edited) - (BSI)21 ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ଵର୍ଣ୍ଣମୟ ପ୍ରତିମାଗଣକୁ ସେଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ। Faic an caibideilଓଡିଆ ବାଇବେଲ21 ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ୱର୍ଣ୍ଣମୟ ପ୍ରତିମାଗଣକୁ ସେହି ଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ। Faic an caibideilପବିତ୍ର ବାଇବଲ21 ସଦାପ୍ରଭୁ ପୃଥିବୀରେ ଏପରି ଭାବରେ କମ୍ପନ ସୃଷ୍ଟି କରିବେ ଯେ ଲୋକମାନେ ସଦାପ୍ରଭୁଙ୍କ ଐଶ୍ୱର୍ଯ୍ୟ ପୂର୍ବକ ମହିମାକୁ ଭୟଭୀତ ହୋଇ ଗୁମ୍ଫାରେ ସେମାନଙ୍କୁ ଲୁଗ୍ଭଇ ରଖିବେ। Faic an caibideil |