ଯିଶାଇୟ 2:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ? Faic an caibideilପବିତ୍ର ବାଇବଲ (Re-edited) - (BSI)22 ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷା; ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ? Faic an caibideilଓଡିଆ ବାଇବେଲ22 ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ ? Faic an caibideilପବିତ୍ର ବାଇବଲ22 ତୁମ୍ଭେମାନେ ପ୍ରାଣବାୟୁଧାରୀ ମନୁଷ୍ୟ ଉପରେ ବିଶ୍ୱାସ ରଖିବ ନାହିଁ। ମନୁଷ୍ୟମାତ୍ରେ ମୃତ୍ୟୁ ସୁନିଶ୍ଚିତ। ଏମାନେ ଯେ ଈଶ୍ୱରଙ୍କ ପରି ବଳବାନ୍ ଏହା ତୁମ୍ଭେମାନେ ଚିନ୍ତା କରିବା ଉଚିତ୍ ନୁହେଁ। Faic an caibideil |