ଯିଶାଇୟ 21:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।” Faic an caibideilପବିତ୍ର ବାଇବଲ (Re-edited) - (BSI)12 ପ୍ରହରୀ କହିଲା, ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯେବେ ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ। Faic an caibideilଓଡିଆ ବାଇବେଲ12 ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।” Faic an caibideilପବିତ୍ର ବାଇବଲ12 ପ୍ରହରୀ ଉତ୍ତର କଲା, “ପ୍ରଭାତ ଆସୁଅଛି, ମାତ୍ର ତା'ପରେ ରାତ୍ରି ଆସିବ। ଯଦି ତୁମ୍ଭମାନଙ୍କର କିଛି ପଗ୍ଭରିବାର ଅଛି, ତେବେ ତୁମ୍ଭେମାନେ ଫେରି ଆସ ଓ ପଗ୍ଭର।” Faic an caibideil |