Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 21:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେହେତୁ ସଦାପ୍ରଭୁ ମୋତେ କହିଅଛନ୍ତି, “ବେତନଜୀବୀର ବର୍ଷ ପ୍ରମାଣେ ଏକ ବର୍ଷ ମଧ୍ୟରେ କେଦାରର ସକଳ ପ୍ରତାପ ଲୁପ୍ତ ହେବ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଯେହେତୁ ସଦାପ୍ରଭୁ ମୋତେ କହିଅଛନ୍ତି, ବେତନଜୀବୀର ବର୍ଷ ପ୍ରମାଣେ ଏକ ବର୍ଷ ମଧ୍ୟରେ କେଦରର ସକଳ ପ୍ରତାପ ଲୁପ୍ତ ହେବ;

Faic an caibideil Dèan lethbhreac

ଓଡିଆ ବାଇବେଲ

16 ଯେହେତୁ ସଦାପ୍ରଭୁ ମୋତେ କହିଅଛନ୍ତି, “ବେତନଜୀବୀର ବର୍ଷ ପ୍ରମାଣେ ଏକ ବର୍ଷ ମଧ୍ୟରେ କେଦାରର ସକଳ ପ୍ରତାପ ଲୁପ୍ତ ହେବ;

Faic an caibideil Dèan lethbhreac

ପବିତ୍ର ବାଇବଲ

16 ମୋର ପ୍ରଭୁ ସଦାପ୍ରଭୁ ମୋତେ ସେଗୁଡ଼ିକ ଘଟିବ ବୋଲି କହିଲେ। “ଏକ ବର୍ଷ ମଧ୍ୟରେ ବେତନ ଜୀବିର ବର୍ଷ ପ୍ରମାଣେ କେଦରର ସମସ୍ତ ଗୌରବ ଲୁପ୍ତ ହେବ।

Faic an caibideil Dèan lethbhreac




ଯିଶାଇୟ 21:16
11 Iomraidhean Croise  

ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାୟେଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାୟେଲର ଜ୍ୟେଷ୍ଠ ପୁତ୍ର ନବାୟୋତ୍‍; ତାହା ଉତ୍ତାରେ କେଦାର ଓ ଅଦ୍‍ବେଲ ଓ ମିବ୍‍ସମ୍‍,


ଏମାନଙ୍କର ବଂଶାବଳୀ ଏହି; ଇଶ୍ମାୟେଲର ପ୍ରଥମଜାତ ନବାୟୋତ୍‍; ତହିଁ ଉତ୍ତାରେ କେଦାର, ଅଦ୍‍ବେଲ, ମିବ୍‍ସମ୍‍, ମିଶ୍ମା ଓ ଦୂମା, ମସା;


ପୃଥିବୀରେ କʼଣ ମନୁଷ୍ୟର ଯୁଦ୍ଧ ହୁଏ ନାହିଁ? ଓ ତାହାର ଦିନସମୂହ କʼଣ ବେତନଜୀବୀର ଦିନ ତୁଲ୍ୟ ନୁହେଁ?


ହାୟ, ହାୟ, ମୁଁ ମେଶକ୍‍ରେ ପ୍ରବାସ କରେ। ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ।


ହେ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ।


ମାତ୍ର ଏବେ ସଦାପ୍ରଭୁ ଏହି କଥା କହନ୍ତି, “ବେତନଜୀବୀର ବର୍ଷ ତୁଲ୍ୟ ତିନି ବର୍ଷ ମଧ୍ୟରେ ମୋୟାବର ଗୌରବ ତାହାର ମହାଜନତା ସୁଦ୍ଧା ତୁଚ୍ଛୀକୃତ ହେବ, ଆଉ ଅବଶିଷ୍ଟାଂଶ ଅତି ଅଳ୍ପ ହେବ ଓ ଗଣନାଯୋଗ୍ୟ ହେବ ନାହିଁ।”


ପ୍ରାନ୍ତର ଓ ତହିଁର ନଗରସକଳ, କେଦାରର ବସତି ଗ୍ରାମସକଳ ଉଚ୍ଚ ରବ କରନ୍ତୁ; ଶୈଳନିବାସୀମାନେ ଗାନ କରନ୍ତୁ, ପର୍ବତଗଣର ଶିଖରରୁ ସେମାନେ ମହାନାଦ କରନ୍ତୁ।


କେଦାରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତ୍‍ର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା।


ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପସମୂହକୁ ଯାଇ ଦେଖ, ଆଉ କେଦାରକୁ ଲୋକ ପଠାଅ ଓ ସୂକ୍ଷ୍ମ ରୂପେ ବିବେଚନା କର; ଆଉ ଦେଖ, ଏପରି କାର୍ଯ୍ୟ କି କେବେ ହୋଇଅଛି?


“ବାବିଲର ରାଜା ନବୂଖଦ୍‍ନିତ୍ସର ଦ୍ୱାରା ପରାଜିତ କେଦାରର ଓ ହାସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଉଠି କେଦାରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।


ଆରବ ଓ କେଦାରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ।


Lean sinn:

Sanasan


Sanasan