ଯିଶାଇୟ 21:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ଵାସଘାତକ ବିଶ୍ଵାସଘାତକତା କରୁଅଛି ଓ ଲୁଟକାରୀ ଲୁଟୁଅଛି। ହେ ଏଲମ୍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ଵନିସବୁ ନିବୃତ୍ତ କରିଅଛି। Faic an caibideilଓଡିଆ ବାଇବେଲ2 ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି। Faic an caibideilପବିତ୍ର ବାଇବଲ2 ମୁଁ ଦେଖିଅଛି ଏକ ଭୟଙ୍କର ଦୁଃଖଦାୟକ ଘଟଣା ଘଟିବ। ବିଶ୍ୱାସ ଘାତକ ତୁମ୍ଭମାନଙ୍କ ପ୍ରତି ବିଶ୍ୱାସଘାତକତା କରୁଅଛି ଓ ଲୁଣ୍ଠନକାରୀ ଲୁଣ୍ଠନ କରୁଅଛି। ହେ ଏଲମ୍! ଯାଅ ଯୁଦ୍ଧ କର। ହେ ମାଦିୟେ, ତୁମ୍ଭ ସୈନ୍ୟବାହିନୀ ଦ୍ୱାରା ନଗରକୁ ଅବରୋଧ କର ଓ ପରାସ୍ତ କର। ମୁଁ ସେହି ନଗରରୁ ଦୁଃଖ ଓ ହାହାକାର ଦୂର କରିଅଛି। Faic an caibideil |