ଯିଶାଇୟ 21:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି।” ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍ ହେଲା।” Faic an caibideilପବିତ୍ର ବାଇବଲ (Re-edited) - (BSI)9 ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ଵାରୋହୀ ହୋଇ ଆସୁଅଛନ୍ତି। ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, ବାବିଲ ପଡ଼ିଲାନ୍ତ ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍ ହେଲା। Faic an caibideilଓଡିଆ ବାଇବେଲ9 ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି। ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍ ହେଲା।” Faic an caibideilପବିତ୍ର ବାଇବଲ9 ଆଉ ଦେଖ, ଏଠି ଏକଦଳ ଲୋକ ଓ ଅଶ୍ୱାରୋହୀ ସୈନ୍ୟ ଆସୁଛନ୍ତି।” ତା'ପରେ ଜଣେ ଦୂତ କହିଲା, “ବାବିଲ ପରାସ୍ତ ହୋଇଛି ଓ ବାବିଲର ପତନ ହୋଇଛି। ତା'ର ପ୍ରତିମାଗୁଡ଼ିକ ଭାଙ୍ଗି ଭୂମିସାତ୍ ହୋଇଛି।” Faic an caibideil |
ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।