ଯିଶାଇୟ 22:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ; Faic an caibideilପବିତ୍ର ବାଇବଲ (Re-edited) - (BSI)12 ପୁଣି, ସେଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ତନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ; Faic an caibideilଓଡିଆ ବାଇବେଲ12 ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ; Faic an caibideilପବିତ୍ର ବାଇବଲ12 ତେଣୁ ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଲୋକମାନଙ୍କୁ ରୋଦନ ଓ ବିଳାପ, ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବସ୍ତ୍ର ପରିଧାନ କରିବାକୁ ଡାକି କହିଲେ। Faic an caibideil |
ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”