Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 22:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ‘ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି!

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚ ସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି !

Faic an caibideil Dèan lethbhreac

ଓଡିଆ ବାଇବେଲ

16 ତୁମ୍ଭେ ଏଠାରେ କଅଣ କରୁଅଛ ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ ? ସେ ତ ଉଚ୍ଚ ସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି !

Faic an caibideil Dèan lethbhreac

ପବିତ୍ର ବାଇବଲ

16 “ତୁମ୍ଭେ ଏଠାରେ କ’ଣ କରୁଛ? ତୁମ୍ଭେ ତୁମ୍ଭର କାହା ପାଇଁ ଏଠାରେ ଏକ କବର ଖୋଳୁଛ?” ଯିଶାଇୟ କହିଲେ, “ସେହି ଲୋକକୁ ଦେଖ। ସେ ଉଚ୍ଚ ସ୍ଥାନରେ ଆପଣା ପାଇଁ କବର ଖୋଳି ଅଛି। ଶୈଳରେ ନିଜ ପାଇଁ ବାସସ୍ଥାନ ଖୋଦନ କରିଅଛି।

Faic an caibideil Dèan lethbhreac




ଯିଶାଇୟ 22:16
10 Iomraidhean Croise  

ମୋʼ ପିତା ମୋତେ ଶପଥ କରାଇ କହିଅଛନ୍ତି, ‘ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ।’ ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି।”


ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ତଳଭୂମିରେ ଏକ ସ୍ତମ୍ଭ ନିର୍ମାଣ କରି ଆପଣା ପାଇଁ ସ୍ଥାପନ କରିଥିଲା; କାରଣ ସେ କହିଥିଲା, “ମୋʼ ନାମ ସ୍ମରଣରେ ରଖିବାକୁ ମୋହର ପୁତ୍ର ନାହିଁ;” ଏହେତୁ ସେ ଆପଣା ନାମାନୁସାରେ ସେହି ସ୍ତମ୍ଭର ନାମ ରଖିଲା; ସେହି ଦିନଠାରୁ ଅାଜି ପର୍ଯ୍ୟନ୍ତ ଅବଶାଲୋମର ସ୍ମରଣାର୍ଥକ ସ୍ତମ୍ଭ ବୋଲି ତହିଁର ନାମ ରହିଅଛି।


ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧି ଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ।


ଯେଉଁମାନେ ଆପଣାମାନଙ୍କ ନିମନ୍ତେ ଉଜାଡ଼ ସ୍ଥାନ ନିର୍ମାଣ କରିଥିଲେ, ଏପରି ରାଜା ଓ ପୃଥିବୀର ମନ୍ତ୍ରୀଗଣ ସହିତ ଥାʼନ୍ତି;


ଗୋଷ୍ଠୀବର୍ଗର ରାଜାଗଣ, ସେମାନଙ୍କର ସମସ୍ତେ ହିଁ, ସମ୍ଭ୍ରମରେ ଆପଣା ଆପଣା ଗୃହରେ ଶୟନ କରୁଅଛନ୍ତି।


ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।


ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ।


ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ଲୋକମାନେ ତ ଅକାରଣରେ ନିଆଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ? ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ୱକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ସାରାଦିନ ନିରନ୍ତର ନିନ୍ଦିତ ହେଉଅଛି।


ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ-ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍‍, ଭୟାନକ ବିନାଶ କରୁଅଛି।


ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ।


Lean sinn:

Sanasan


Sanasan