Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 23:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳ ନଦୀ ତୁଲ୍ୟ ଆପଣା ଦେଶ ମଧ୍ୟଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳନଦୀ ତୁଲ୍ୟ ଆପଣା ଦେଶ ମଧ୍ୟ ଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ଆଗୋ ତର୍ଶୀଶ୍‍ର କନ୍ୟେ, ତୁମ୍ଭେ ନୀଳ ନଦୀ ତୁଲ୍ୟ ଆପଣା ଦେଶ ମଧ୍ୟ ଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ହେ ତର୍ଶୀଶର କନ୍ୟାଗଣ, ତୁମ୍ଭେ ଫେରି ଯାଅ ଏବଂ ନିଜର ଜମିରେ ଗ୍ଭଷ କର, କାରଣ ତୁମ୍ଭର ଆଶ୍ରୟସ୍ଥଳ ଧ୍ୱଂସ ପାଇଯାଇଛି।

Faic an caibideil Dèan lethbhreac




ଯିଶାଇୟ 23:10
11 Iomraidhean Croise  

ସେ ଅଧିକାରୀମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି।


ସେହି ପରମେଶ୍ୱର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି।


ନୀଳ ନଦୀ ନିକଟସ୍ଥ, ନୀଳ ନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳ ନଦୀ ନିକଟରେ ଯାହା କିଛି ବୁଣାଯାଏ, ସେହି ସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ।


ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି।


ହେ ତର୍ଶୀଶର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା।


ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକ ସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି।


ସିୟୋନ କନ୍ୟାର ଦୀପ୍ତି ତାହାଠାରୁ ଯାଇଅଛି। ତାହାର ଅଧିପତିଗଣ ଚରାଣି ସ୍ଥାନ ନ ପାଇବା ହରିଣୀମାନଙ୍କ ପରି ହୋଇଅଛନ୍ତି, ପୁଣି ସେମାନେ ପଛେ ଗୋଡ଼ାଇବା ଲୋକର ଆଗେ ଆଗେ ଶକ୍ତିହୀନ ହୋଇ ଗମନ କରିଅଛନ୍ତି।


ଏବେ ତୁମ୍ଭର ପତନ ଦିନରେ ଦ୍ୱୀପସମୂହ କମ୍ପମାନ ହେବେ; ହଁ, ତୁମ୍ଭ ପ୍ରସ୍ଥାନରେ ସମୁଦ୍ରବର୍ତ୍ତୀ ଦ୍ୱୀପସବୁ ବିହ୍ୱଳ ହେବେ।’


ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।


କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ।


ତହିଁରେ ଶାଉଲ ସେହିକ୍ଷଣି ଭୂମିରେ ଲମ୍ବ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କର କଥା ସକାଶୁ ଅତିଶୟ ଭୟ କଲେ ଓ ତାଙ୍କଠାରେ ଆଉ କିଛି ବଳ ରହିଲା ନାହିଁ; କାରଣ ସେ ସାରାଦିନ ଓ ସାରାରାତ୍ରି କିଛି ଭୋଜନ କରି ନ ଥିଲେ।


Lean sinn:

Sanasan


Sanasan