ଯିଶାଇୟ 23:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)11 ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି। Faic an caibideilଓଡିଆ ବାଇବେଲ11 ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି। Faic an caibideilପବିତ୍ର ବାଇବଲ11 ସଦାପ୍ରଭୁ ସମୁଦ୍ର ଉପରେ ତାଙ୍କର ହସ୍ତ ବିସ୍ତାର କରିଛନ୍ତି। ସେ ସୋର ବିପକ୍ଷରେ ଯୁଦ୍ଧ ପାଇଁ ଦେଶଗୁଡ଼ିକୁ ଏକତ୍ର କରିଛନ୍ତି। ସେ କିଣାନର ଦୃଢ଼ ଦୁର୍ଗଗୁଡ଼ିକ ଧ୍ୱଂସ କରିବାକୁ ଆଜ୍ଞା ଦେଇଛନ୍ତି। Faic an caibideil |
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।