ଯିଶାଇୟ 24:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଦେଖ, ସଦାପ୍ରଭୁ ପୃଥିବୀକି ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି। Faic an caibideilଓଡିଆ ବାଇବେଲ1 ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି। Faic an caibideilପବିତ୍ର ବାଇବଲ1 ଦେଖ, ସଦାପ୍ରଭୁ ପୃଥିବୀକୁ ଧ୍ୱଂସ କରୁଛନ୍ତି। ସେ ତାହାକୁ ସମ୍ପୂର୍ଣ୍ଣ ଭାବରେ ଶୂନ୍ୟ କରୁଛନ୍ତି ଓ ଲୋକମାନଙ୍କୁ ବଳପୂର୍ବକ ଦୂର ସ୍ଥାନକୁ ବିତାଡ଼ିତ କରୁଛନ୍ତି। Faic an caibideil |