ଯିଶାଇୟ 24:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଯେପରି ଲୋକମାନଙ୍କର, ସେହିପରି ଯାଜକର; ଯେପରି ଦାସର, ସେହିପରି ତାହାର କର୍ତ୍ତାର; ଯେପରି ଦାସୀର, ସେହିପରି ତାହାର କର୍ତ୍ତ୍ରୀର; ଯେପରି କ୍ରୟକାରୀର, ସେହିପରି ବିକ୍ରୟକାରୀର; ଯେପରି ମହାଜନର, ସେହିପରି ଖାତକର; ଯେପରି ସୁଧଗ୍ରାହୀର, ସେହିପରି ସୁଧଦାତାର ପ୍ରତି ଘଟିବ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଯେପରି ଲୋକମାନଙ୍କର, ସେପରି ଯାଜକର; ଯେପରି ଦାସର, ସେପରି ତାହାର କର୍ତ୍ତାର; ଯେପରି ଦାସୀର, ସେପରି ତାହାର କର୍ତ୍ତ୍ରୀର; ଯେପରି କ୍ରୟକାରୀର, ସେପରି ବିକ୍ରୟକାରୀର; ଯେପରି ମହାଜନର, ସେପରି ଖାତକର; ଯେପରି ସୁଧଗ୍ରାହୀର, ସେପରି ସୁଧଦାତାର ପ୍ରତି ଘଟିବ। Faic an caibideilଓଡିଆ ବାଇବେଲ2 ତହିଁରେ ଯେପରି ଲୋକମାନଙ୍କର, ସେହିପରି ଯାଜକର; ଯେପରି ଦାସର, ସେହିପରି ତାହାର କର୍ତ୍ତାର; ଯେପରି ଦାସୀର, ସେହିପରି ତାହାର କର୍ତ୍ତ୍ରୀର; ଯେପରି କ୍ରୟକାରୀର, ସେହିପରି ବିକ୍ରୟକାରୀର; ଯେପରି ମହାଜନର, ସେହିପରି ଖାତକର; ଯେପରି ସୁଧଗ୍ରାହୀର, ସେହିପରି ସୁଧଦାତାର ପ୍ରତି ଘଟିବ। Faic an caibideilପବିତ୍ର ବାଇବଲ2 ସେତେବେଳେ ସାଧାରଣ ଲୋକ ଓ ଯାଜକ, ଦାସ ଓ ତାହାର କର୍ତ୍ତା, ଦାସୀ ଓ ତାହାର କର୍ତ୍ତ୍ରୀ, କ୍ରେତା ଓ ବିକ୍ରେତା, ଖାତକ ଓ ମହାଜନ ଏବଂ ସୁଧଗ୍ରାହୀ ଓ ସୁଧଦାତା ସମାନ ହେବେ ଓ ସମାନ ଅବସ୍ଥା ଘଟିବ। Faic an caibideil |
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।