ଯିଶାଇୟ 24:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)23 ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବନ୍ତ କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ଵ କରିବେ। Faic an caibideilଓଡିଆ ବାଇବେଲ23 ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ। Faic an caibideilପବିତ୍ର ବାଇବଲ23 ସେତେବେଳେ ସଦାପ୍ରଭୁ ସିୟୋନ ପର୍ବତ ଉପରେ ଯିରୁଶାଲମରେ ପ୍ରାଚୀନବର୍ଗ ସମ୍ମୁଖରେ ରାଜତ୍ୱ କଲାପରି ଶାସନ କରିବେ। ତାଙ୍କର ଗୌରବ ଏପରି ମହିମାନ୍ୱିତ ହେବ ଯେ ଚନ୍ଦ୍ର ତାର ନିକଟରେ ଅପ୍ରସ୍ତୁତ ହେବେ ଓ ସୂର୍ଯ୍ୟ ଲଜ୍ଜିତ ହେବେ। Faic an caibideil |