ଯିଶାଇୟ 24:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)5 ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି। Faic an caibideilଓଡିଆ ବାଇବେଲ5 ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି। Faic an caibideilପବିତ୍ର ବାଇବଲ5 ପୃଥିବୀବାସୀ ପୃଥିବୀକୁ ଅପବିତ୍ର କରିଛନ୍ତି। କାରଣ ସେମାନେ ପରମେଶ୍ୱର ଶିକ୍ଷାସମୂହକୁ ଉଲଙ୍ଘନ କରିଛନ୍ତି। ସେମାନେ ପରମେଶ୍ୱରଙ୍କ ବିଧି ଓ ଚୁକ୍ତିକୁ ପାଳନ କରି ନାହାନ୍ତି। ଅନନ୍ତକାଳସ୍ଥାୟୀ ଚୁକ୍ତିକୁ ଲଙ୍ଘନ କରିଛନ୍ତି। Faic an caibideil |
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”