ଯିଶାଇୟ 24:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସକାରୀମାନଙ୍କର ଧ୍ୱନି ଶେଷ ହେଉଅଛି, ବୀଣାର ଆନନ୍ଦ ନିବୃତ୍ତ ହେଉଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)8 ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସ-କାରୀମାନଙ୍କର ଧ୍ଵନି ଶେଷ ହେଉଅଛି, ବୀଣାର ଆନନ୍ଦ ନିବୃତ୍ତ ହେଉଅଛି। Faic an caibideilଓଡିଆ ବାଇବେଲ8 ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସକାରୀମାନଙ୍କର ଧ୍ୱନି ଶେଷ ହେଉଅଛି, ବୀଣାର ଆନନ୍ଦ ନିବୃତ୍ତ ହେଉଅଛି। Faic an caibideilପବିତ୍ର ବାଇବଲ8 ଲୋକମାନେ ଆନନ୍ଦ ଉଲ୍ଲାସରୁ ନିବୃତ୍ତ ହୋଇଛନ୍ତି। ସମସ୍ତ ଆନନ୍ଦ ଧ୍ୱନି ନୀରବ ହୋଇଛି। ତବଲା ଓ ବୀଣାର ମଧୁର ସଙ୍ଗୀତ ନିବୃତ୍ତ ହୋଇଅଛି। Faic an caibideil |