ଯିଶାଇୟ 26:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ସେଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ଵରୂପ କରିବେ। Faic an caibideilଓଡିଆ ବାଇବେଲ1 ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ। Faic an caibideilପବିତ୍ର ବାଇବଲ1 ସେଦିନ, ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ। ଆମ୍ଭମାନଙ୍କର ଏକ ସୁଦୃଢ଼ ନଗର ଅଛି। ସଦାପ୍ରଭୁ ଆମ୍ଭମାନଙ୍କର ମୁକ୍ତିଦାତା। ସଦାପ୍ରଭୁ ଆମ୍ଭମାନଙ୍କ ଏକ ବଡ଼, ଉଚ୍ଚ ପ୍ରାଚୀର ଓ ଗୋଟିଏ ଦୃଢ଼ ନଗର ତିଆରି କରିବେ। Faic an caibideil |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।