ଯିଶାଇୟ 26:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେମାନେ ମରିଅଛନ୍ତି, ସେମାନେ ଆଉ ଜୀବିତ ହେବେ ନାହିଁ; ସେମାନେ ମୃତ ହୋଇଅଛନ୍ତି, ସେମାନେ ଉଠିବେ ନାହିଁ; ଏହେତୁ ତୁମ୍ଭେ ପ୍ରତିଫଳ ଦେଇ ସେମାନଙ୍କୁ ସଂହାର କରିଅଛ ଓ ସେମାନଙ୍କ ସ୍ମରଣ ଲୁପ୍ତ କରିଅଛ। Faic an caibideilପବିତ୍ର ବାଇବଲ (Re-edited) - (BSI)14 ସେମାନେ ମରିଅଛନ୍ତି, ସେମାନେ ଆଉ ଜୀବିତ ହେବେ ନାହିଁ; ସେମାନେ ମୃତ ହୋଇଅଛନ୍ତି, ସେମାନେ ଉଠିବେ ନାହିଁ; ଏହେତୁ ତୁମ୍ଭେ ପ୍ରତିଫଳ ଦେଇ ସେମାନଙ୍କୁ ସଂହାର କରିଅଛ ଓ ସେମାନଙ୍କ ସ୍ମରଣ ଲୁପ୍ତ କରିଅଛ। Faic an caibideilଓଡିଆ ବାଇବେଲ14 ସେମାନେ ମରିଅଛନ୍ତି, ସେମାନେ ଆଉ ଜୀବିତ ହେବେ ନାହିଁ; ସେମାନେ ମୃତ ହୋଇଅଛନ୍ତି, ସେମାନେ ଉଠିବେ ନାହିଁ; ଏହେତୁ ତୁମ୍ଭେ ପ୍ରତିଫଳ ଦେଇ ସେମାନଙ୍କୁ ସଂହାର କରିଅଛ ଓ ସେମାନଙ୍କ ସ୍ମରଣ ଲୁପ୍ତ କରିଅଛ। Faic an caibideilପବିତ୍ର ବାଇବଲ14 ସେମାନେ ମୃତ, ସେମାନେ ଜୀବନ ଫେରି ପାଇବେ ନାହିଁ। ସେମାନେ ଭୂତପରି ଯେଉଁମାନେ କେବେହେଲେ ଉଠିବେ ନାହିଁ। ସେମାନଙ୍କୁ ସେମାନଙ୍କର କାର୍ଯ୍ୟକୁ ବିବେଚନା କରି ତୁମ୍ଭେ ସଂହାର କରିଅଛ ଏବଂ କେହି ସେମାନଙ୍କୁ ମନେ ରଖିବେ ନାହିଁ। Faic an caibideil |