ଯିଶାଇୟ 26:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ। Faic an caibideilପବିତ୍ର ବାଇବଲ (Re-edited) - (BSI)17 ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେପରି ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ। Faic an caibideilଓଡିଆ ବାଇବେଲ17 ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ। Faic an caibideilପବିତ୍ର ବାଇବଲ17 ଅନ୍ତଃସତ୍ତ୍ୱା ନାରୀ ଗର୍ଭବେଦନାରେ ବ୍ୟଥିତ ହୋଇ ଯେପରି କ୍ରନ୍ଦନ କରେ, ଆମ୍ଭେମାନେ ସେହିପରି ତୁମ୍ଭ ସହିତ ନ ଥିଲା ବେଳେ ହୋଇଅଛୁ। Faic an caibideil |