ଯିଶାଇୟ 26:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରିଦେବ। Faic an caibideilପବିତ୍ର ବାଇବଲ (Re-edited) - (BSI)19 ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରି ଦେବ। Faic an caibideilଓଡିଆ ବାଇବେଲ19 ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରି ଦେବ। Faic an caibideilପବିତ୍ର ବାଇବଲ19 ମାତ୍ର ସଦାପ୍ରଭୁ କୁହନ୍ତି: “ତୁମ୍ଭର ମୃତମାନେ ଜୀବିତ ହେବେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ୱାସ ନେବା ଆରମ୍ଭ କରିବେ। ହେ ଧୂଳିନିବାସୀଗଣ ଉଠ, ଆନନ୍ଦ କର, କାରଣ ତୁମ୍ଭେମାନେ ପ୍ରଭାତରେ ତୃଣ ଉପର ଶିଶିର ତୁଲ୍ୟ ଭୂମି ମୃତମାନଙ୍କୁ ଜନ୍ମ ଦେବ।” Faic an caibideil |