ଯିଶାଇୟ 26:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)9 ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ଵେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି। Faic an caibideilଓଡିଆ ବାଇବେଲ9 ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି। Faic an caibideilପବିତ୍ର ବାଇବଲ9 ରାତ୍ରିକାଳରେ ମୋର ପ୍ରାଣ ତୁମ୍ଭକୁ ଇଚ୍ଛା କରୁଛି ଏବଂ ଅନ୍ତରାତ୍ମା ପ୍ରତି ନୂତନ ପ୍ରଭାତରେ ତୁମ୍ଭକୁ ଅନ୍ୱେଷଣ କରିବ। ଯେତେବେଳେ ତୁମ୍ଭର ଶାସନ ସକଳ ଓ ନ୍ୟାୟ ପ୍ରତିଷ୍ଠିତ ହେବ, ଜଗତବାସୀ ଧର୍ମ ଶିକ୍ଷା କରିବେ। Faic an caibideil |