ଯିଶାଇୟ 27:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ସେଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି ହେ ଇସ୍ରାଏଲସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ। Faic an caibideilଓଡିଆ ବାଇବେଲ12 ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ। Faic an caibideilପବିତ୍ର ବାଇବଲ12 ସେଦିନ ସଦାପ୍ରଭୁ ଅନ୍ୟମାନଙ୍କଠାରୁ ତାଙ୍କର ଦାସମାନଙ୍କୁ ଅଲଗା କରିବେ। ଫରାତ୍ ନଦୀଠାରୁ ଆରମ୍ଭକରି ମିଶର ନଦୀ ପର୍ଯ୍ୟନ୍ତ ସେ ଲୋକମାନଙ୍କୁ ଏକତ୍ରିତ କରିବେ। ପୁଣି ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଗୋଟି ଗୋଟି ହୋଇ ସଂଗୃହୀତ ହେବ। Faic an caibideil |
ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’