ଯିଶାଇୟ 28:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର! Faic an caibideilପବିତ୍ର ବାଇବଲ (Re-edited) - (BSI)1 ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ଵରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର ! Faic an caibideilଓଡିଆ ବାଇବେଲ1 ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର ! Faic an caibideilପବିତ୍ର ବାଇବଲ1 ଶମରିୟାକୁ ଗ୍ଭହଁ! ଇଫ୍ରୟିମର ମତ୍ତ ଲୋକମାନେ ନିଜ ନଗରୀ ପାଇଁ ଗର୍ବିତ। କାରଣ ପର୍ବତ ଉପରେ ଅବସ୍ଥିତ ଓ ଫଳଶାଳୀ ଉପତ୍ୟକା ବେଷ୍ଟିତ ସେହି ନଗରୀକୁ ଶମରିୟାମାନେ “ରମଣୀୟ ପୁଷ୍କର ମୁକୁଟ” ସଦୃଶ, ମାତ୍ର ସେହି ଭୂଷଣ ସ୍ୱରୂପ ସୁନ୍ଦର ପୁଷ୍ପ ମ୍ଳାନ ହେବ। Faic an caibideil |