ଯିଶାଇୟ 28:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ଵାରା ଭୂମିରେ ନିକ୍ଷେପ କରିବ। Faic an caibideilଓଡିଆ ବାଇବେଲ2 ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ। Faic an caibideilପବିତ୍ର ବାଇବଲ2 ଦେଖ, ମୋର ପ୍ରଭୁଙ୍କର ଜଣେ ବଳବାନ୍ ଓ ସାହସୀ ଲୋକ ଅଛି। ସେ ଶିଳାଯୁକ୍ତ ଝଡ଼ ଓ ପ୍ରଳୟକାଳର ବର୍ଷା ବତାସ ପରି ଆସିବ, ଦ୍ରୁତ ଧାବିତ ବନ୍ୟାଜଳ ସଦୃଶ ପ୍ରବାହିତ ହୋଇ ଶକ୍ତିଶାଳୀ ହସ୍ତରେ ତାକୁ ଭୂମିରେ ନିକ୍ଷେପ କରିବ। Faic an caibideil |