ଯିଶାଇୟ 3:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସିୟୋନର ନଗରଦ୍ୱାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ। Faic an caibideilପବିତ୍ର ବାଇବଲ (Re-edited) - (BSI)26 ସିୟୋନର ନଗର-ଦ୍ଵାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ। Faic an caibideilଓଡିଆ ବାଇବେଲ26 ସିୟୋନର ନଗରଦ୍ୱାରସକଳ ଶୋକ, ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ। Faic an caibideilପବିତ୍ର ବାଇବଲ26 ସିୟୋନ ନଗରରେ ଦ୍ୱାରଦେଶ ଶୋକ ଓ ବିଳାପରେ ମୁଖରିତ ହେବ। ଯିରୁଶାଲମ ଗ୍ଭେରଦ୍ୱାରା ଲୁଣ୍ଠିତା ନାରୀ ସଦୃଶ ଶୂନ୍ୟ ହୋଇ ପଡ଼ି ରହିବ। ସେ ଭୂମି ଉପରେ ବସି କେବଳ ବିଳାପ କରିବ। Faic an caibideil |