ଯିଶାଇୟ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେ ସେହି ଦିନ ଆପଣା ରବ ଉଠାଇ କହିବ “ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)7 ସେ ସେହି ଦିନ ଆପଣା ରବ ଉଠାଇ କହିବ ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କି ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ। Faic an caibideilଓଡିଆ ବାଇବେଲ7 ସେ ସେହି ଦିନ ଆପଣା ରବ ଉଠାଇ କହିବ ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋ’ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।” Faic an caibideilପବିତ୍ର ବାଇବଲ7 ମାତ୍ର ସେହି ଭାଇଟି ଉଚ୍ଚସ୍ୱରରେ କହିବ, “ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରି ପାରିବି ନାହିଁ। ମୋର ଗୃହରେ ପ୍ରଚୁର ଖାଦ୍ୟ ଓ ବସ୍ତ୍ର ନାହିଁ। ମୋତେ ତୁମ୍ଭେମାନେ ତୁମ୍ଭର ଶାସନକର୍ତ୍ତା କର ନାହିଁ।” Faic an caibideil |