ଯିଶାଇୟ 30:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ; Faic an caibideilପବିତ୍ର ବାଇବଲ (Re-edited) - (BSI)12 ଏହେତୁ ଇସ୍ରାଏଲର ଧର୍ମସ୍ଵରୂପ ଏହି କଥା କହନ୍ତି, ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି ଉପଦ୍ରବ ଓ କୁଟିଳତାରେ ବିଶ୍ଵାସ କରି ତହିଁ ଉପରେ ନିର୍ଭର ରଖୁଅଛ; Faic an caibideilଓଡିଆ ବାଇବେଲ12 ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ; Faic an caibideilପବିତ୍ର ବାଇବଲ12 ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କୁହନ୍ତି, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟକୁ ତୁଚ୍ଛ କରୁଛ। ପୁଣି ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର କରୁଛ। Faic an caibideil |