ଯିଶାଇୟ 30:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ। Faic an caibideilଓଡିଆ ବାଇବେଲ3 ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ। Faic an caibideilପବିତ୍ର ବାଇବଲ3 “ମାତ୍ର ଫାରୋର ବଳ ତୁମ୍ଭମାନଙ୍କୁ ସୁରକ୍ଷା ଦେଇ ପାରିବ ନାହିଁ କି ମିଶର ତୁମ୍ଭମାନଙ୍କୁ ଆଶ୍ରୟ ଦେଇ ପାରିବ ନାହିଁ। Faic an caibideil |
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।