ଯିଶାଇୟ 30:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ। Faic an caibideilପବିତ୍ର ବାଇବଲ (Re-edited) - (BSI)7 କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ। Faic an caibideilଓଡିଆ ବାଇବେଲ7 କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ। Faic an caibideilପବିତ୍ର ବାଇବଲ7 ସେହି ମିଶର ବୃଥା ଓ ମିଥ୍ୟାରେ ସାହାଯ୍ୟ କରେ। ତେଣୁ ମୁଁ ତାକୁ “ନିଷ୍କର୍ମା ରାହାବ” ବୋଲି ନାମକରଣ କରିଛି। Faic an caibideil |