ଯିଶାଇୟ 32:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ। Faic an caibideilଓଡିଆ ବାଇବେଲ11 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ। Faic an caibideilପବିତ୍ର ବାଇବଲ11 ହେ ଶାନ୍ତିପ୍ରିୟ ନାରୀଗଣ, ତୁମ୍ଭେମାନେ କମ୍ପିତା ହେବ। ହେ ନିଶ୍ଚିତା ନାରୀଗଣ, ତୁମ୍ଭେମାନେ ଉଦ୍ବିଗ୍ନା ହେବ। ତୁମ୍ଭମାନଙ୍କର ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ କଟି ଦେଶରେ ଚଟ ବାନ୍ଧ। Faic an caibideil |