ଯିଶାଇୟ 32:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ନୋହିବ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ। Faic an caibideilଓଡିଆ ବାଇବେଲ3 ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ। Faic an caibideilପବିତ୍ର ବାଇବଲ3 ପୁଣି ଦର୍ଶକମାନଙ୍କର ଚକ୍ଷୁ ମୁଦ୍ରିତ ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ଅବଧାନ କରିବ। Faic an caibideil |
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”