ଯିଶାଇୟ 32:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋʼ ବାକ୍ୟରେ କର୍ଣ୍ଣପାତ କର। Faic an caibideilପବିତ୍ର ବାଇବଲ (Re-edited) - (BSI)9 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋʼ ବାକ୍ୟରେ କର୍ଣ୍ଣପାତ କର। Faic an caibideilଓଡିଆ ବାଇବେଲ9 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋ’ ବାକ୍ୟରେ କର୍ଣ୍ଣପାତ କର। Faic an caibideilପବିତ୍ର ବାଇବଲ9 ହେ ସୁଖିନୀ ସ୍ତ୍ରୀଗଣ, ତୁମ୍ଭେମାନେ ମୋ’ କଥା ଶୁଣ। ହେ ବିଶ୍ୱସ୍ତା ନାରୀଗଣ, ମୋ’ ବାକ୍ୟରେ କର୍ଣ୍ଣପାତ କର। Faic an caibideil |