ଯିଶାଇୟ 33:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କୋଳାହଳର ଶବ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 କୋଳାହଳର ଶଦ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ। Faic an caibideilଓଡିଆ ବାଇବେଲ3 କୋଳାହଳର ଶବ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ। Faic an caibideilପବିତ୍ର ବାଇବଲ3 ତୁମ୍ଭର ଶକ୍ତିଶାଳୀ କୋଳାହଳରେ ଗୋଷ୍ଠୀଗଣ ପଳାୟନ କଲେ। ତୁମ୍ଭର ମହାନତା ଗୋଷ୍ଠୀଗୁଡ଼ିକୁ ଛିନ୍ନଭିନ୍ନ କଲା।’ Faic an caibideil |