ଯିଶାଇୟ 34:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନସକଳ ପଦାର୍ଥ ଶ୍ରବଣ କରୁ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀ-ଗଣ, ତୁମ୍ଭେମାନେ ମନୋ-ଯୋଗ କର; ପୃଥିବୀ ଓ ତତ୍ପ ୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନ ସକଳ ପଦାର୍ଥ ଶ୍ରବଣ କରୁ। Faic an caibideilଓଡିଆ ବାଇବେଲ1 ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନ ସକଳ ପଦାର୍ଥ ଶ୍ରବଣ କରୁ। Faic an caibideilପବିତ୍ର ବାଇବଲ1 ହେ ସମସ୍ତ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର। ହେ ଗୋଷ୍ଠୀସମୂହ, ତୁମ୍ଭେମାନେ ଧ୍ୟାନର ସହିତ ଶୁଣ। ପୃଥିବୀ ଓ ତଦୁପରି ସମସ୍ତ ଶ୍ରବଣ କରନ୍ତୁ, ଜଗତ ଓ ସେଥିରୁ ସୃଷ୍ଟି ସମସ୍ତ ପଦାର୍ଥ ଶ୍ରବଣ କରୁ। Faic an caibideil |