ଯିଶାଇୟ 34:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ପୁଣି, ଆକାଶମଣ୍ତଳର ସୈନ୍ୟସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ତଳ ଲେଖାପତ୍ର ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମିରି ବୃକ୍ଷର ଜୀର୍ଣ୍ଣପତ୍ର, ସେପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ। Faic an caibideilଓଡିଆ ବାଇବେଲ4 ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ। Faic an caibideilପବିତ୍ର ବାଇବଲ4 ପୁଣି ଆକାଶ ମଣ୍ଡଳର ସମସ୍ତ ସୈନ୍ୟ କ୍ଷୟପ୍ରାପ୍ତ ହେବେ ଏବଂ ମୋଡ଼ା କାଗଜ ଭଳି ସେ ଗୁଡ଼ାଇ ହୋଇଥିବେ। ଦ୍ରାକ୍ଷାଲତାର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର ସଦୃଶ ସମସ୍ତ ସୈନ୍ୟ ବିହୀନ ହେବେ ଏବଂ ପଡ଼ିଯିବେ। Faic an caibideil |