ଯିଶାଇୟ 38:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)1 ସେସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାହା ନିକଟକୁ ଆସି କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ। Faic an caibideilଓଡିଆ ବାଇବେଲ1 ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।” Faic an caibideilପବିତ୍ର ବାଇବଲ1 ସେହି ସମୟରେ ହିଜକିୟ ସାଂଘାତିକ ରୋଗରେ ପୀଡ଼ିତ ହେଲେ। ତେଣୁ ଆମୋସଙ୍କ ପୁତ୍ର ଭବିଷ୍ୟଦ୍ବକ୍ତା ଯିଶାଇୟ ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ମୋତେ ଏହିକଥା କହିଛନ୍ତି, ‘ତୁମ୍ଭେ କେବେ ଆରୋଗ୍ୟ ହେବ ନାହିଁ, ତୁମ୍ଭେ ନିଶ୍ଚୟ ମରିବ। ତେଣୁ ତୁମ୍ଭେ ତୁମ୍ଭର ଗୃହକୁ ସଜାଡ଼।’” Faic an caibideil |