ଯିଶାଇୟ 38:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 “ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା। Faic an caibideilପବିତ୍ର ବାଇବଲ (Re-edited) - (BSI)3 ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର। ଆଉ, ହିଜକୀୟ ଅତିଶୟ ରୋଦନ କଲା। Faic an caibideilଓଡିଆ ବାଇବେଲ3 “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା। Faic an caibideilପବିତ୍ର ବାଇବଲ3 “ହେ ସଦାପ୍ରଭୁ, ମୁଁ ବିନୟ କରି କହୁଅଛି, ମୁଁ ବିଶ୍ୱସ୍ତ ଭାବରେ ସର୍ବାନ୍ତଃକରଣରେ ତୁମ୍ଭର ଉପାସନା କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ତାହା ତୁମ୍ଭେ ସ୍ମରଣ କର।” ଏହା କହି ହିଜକିୟ ଅତିଶୟ ରୋଦନ କଲା। Faic an caibideil |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।